ETV Bharat / state

ସୁବର୍ଣ୍ଣପୁରରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ - subarnapur biju patnaik statue

ସୁବର୍ଣ୍ଣପୁର ବୀରମହାରାଜପୁର ନିର୍ବାଚନ ମଣ୍ଡଳୀର ସଦର ବସଷ୍ଟାଣ୍ଡ ଛକଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ । ଅଧିକ ପଢନ୍ତୁ...

ସୁବର୍ଣ୍ଣପୁରରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

author img

By

Published : Mar 7, 2021, 8:03 PM IST

ସୁବର୍ଣ୍ଣପୁର: ଜିଲ୍ଲା ବୀରମହାରାଜପୁର ନିର୍ବାଚନ ମଣ୍ଡଳୀର ସଦର ବସଷ୍ଟାଣ୍ଡ ଛକଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି । ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଏହାକୁ ଉନ୍ମୋଚନ କରିଛନ୍ତି ।

ସୁବର୍ଣ୍ଣପୁରରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ଏହି ଅବସରରେ ସ୍ଥାନୀୟ କଲ୍ୟାଣ ମଣ୍ଡପଠାରେ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ପରେ ପରେ ଉନ୍ମୋଚନ ସମାରୋହରେ ବିଜୁବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ମନ୍ତ୍ରୀ ପଦ୍ମନାଭ ବେହେରା ନିଜ ବକ୍ତବ୍ୟରେ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ । ଏହି ସମାରୋହରେ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ବ୍ୟତୀତ ବରିଷ୍ଠ ବିଜେଡି ନେତା ଆୟୁବ ଖାଁଙ୍କ ଏବଂ ଜିଲ୍ଲାର ଅନେକ ଦଳୀୟ ନେତା ଓ କର୍ମୀ ଯୋଗ ଦେଇଥିଲେ ।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.