ETV Bharat / state

କଂଗ୍ରେସ ପକ୍ଷରୁ ମାଗଣା ଖାଦ୍ୟ ବଣ୍ଟନ

ଜିଲ୍ଲା ଯୁବ କଂଗ୍ରେସ ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ରୋଗୀ ଓ ରୋଗୀଙ୍କ ସମ୍ପର୍କୀୟଙ୍କୁ ମାଗଣା ପ୍ୟାକେଟ ଖାଦ୍ୟ ବଣ୍ଟନ କରାଯାଇଛି । ଅଧିକ ପଢନ୍ତୁ...

author img

By

Published : Jun 19, 2021, 10:18 PM IST

କଂଗ୍ରେସ ଦଳ ପକ୍ଷରୁ ମାଗଣା ଖାଦ୍ୟ ବଣ୍ଟନ
କଂଗ୍ରେସ ଦଳ ପକ୍ଷରୁ ମାଗଣା ଖାଦ୍ୟ ବଣ୍ଟନ

ସୁବର୍ଣ୍ଣପୁର: ଜିଲ୍ଲା ଯୁବ କଂଗ୍ରେସ ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ରୋଗୀ ଓ ରୋଗୀଙ୍କ ସମ୍ପର୍କୀୟଙ୍କୁ ମାଗଣା ପ୍ୟାକେଟ ଖାଦ୍ୟ ବଣ୍ଟନ କରାଯାଇଛି । ଏହା ସହିତ ସୋନପୁର ନଗରର ବିଭିନ୍ନ ଜାଗାରେ ନିରାଶ୍ରୟ ଓ ଗରୀବ ଲୋକଙ୍କୁ ମଧ୍ୟ ଖାଦ୍ୟ ବଣ୍ଟନ କରାଯାଇଛି ।

କଂଗ୍ରେସ ଦଳ ପକ୍ଷରୁ ମାଗଣା ଖାଦ୍ୟ ବଣ୍ଟନ

ଜିଲ୍ଲା କଂଗ୍ରେସ କମିଟିର ବରିଷ୍ଠ ସଭ୍ୟ ସୁଧୀର ପଣ୍ଡାଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ଏହି ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।ଏହି କାର୍ଯ୍ୟକ୍ରମରେ କଂଗ୍ରେସ କର୍ମୀ ଜିତେନ୍ଦ୍ର ପଟ୍ଟନାୟକଙ୍କ ସମେତ ଅନେକ ଯୁବ ଓ ଛାତ୍ର ସଂଗଠନର କର୍ମୀମାନେ ସାମିଲ ହୋଇଥିଲେ ।

ଜିଲ୍ଲାରେ ସଟଡାଉନ ଚାଲିଥିବା ପର୍ଯ୍ୟନ୍ତ ଏହି ମାଗଣା ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମ ଚାଲୁ ରହିବ ବୋଲି ବରିଷ୍ଠ କଂଗ୍ରେସ କର୍ମୀ ସୁଧୀର ପଣ୍ଡା କହିଛନ୍ତି ।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.