ETV Bharat / state

କରୋନା ମୁକାବିଲା: ପରିଷ୍କାର ପରିଚ୍ଛନ୍ନ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ - Corona confrontation

ସହରକୁ କରୋନା ସଂକ୍ରମଣରୁ ସୁରକ୍ଷା ଦେବାକୁ ଅଣ୍ଟା ଭିଡିଛି ଜିଲ୍ଲା ପ୍ରଶାସନ । ସଦର ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ସହର ପରିଷ୍କାର ପରିଚ୍ଛନ୍ନ ରଖିବା ସହିତ ବିଶୁଦ୍ଧ ପାନୀୟ ଜଳ ସମସ୍ୟାର ସମାଧାନ କରିବାକୁ ନିର୍ଦ୍ଦେଶ । ଅଧିକ ପଢନ୍ତୁ...

Corona confrontation: Collector order for cleanliness
କରୋନା ମୁକାବିଲା: ପରିଷ୍କାର ପରିଚ୍ଛନ୍ନ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
author img

By

Published : Mar 20, 2020, 9:57 PM IST

ସୁବର୍ଣ୍ଣପୁର: ସହରକୁ କରୋନା ସଂକ୍ରମଣରୁ ସୁରକ୍ଷା ଦେବାକୁ ଅଣ୍ଟା ଭିଡିଛି ଜିଲ୍ଲା ପ୍ରଶାସନ । ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାପାଳ ମନୀଷା ବାନାର୍ଜୀ ସଦର ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ସହର ପରିଷ୍କାର ପରିଚ୍ଛନ୍ନ ରଖିବା ସହିତ ବିଶୁଦ୍ଧ ପାନୀୟ ଜଳ ସମସ୍ୟାର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

କରୋନା ମୁକାବିଲା: ପରିଷ୍କାର ପରିଚ୍ଛନ୍ନ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ସେପଟେ ପରିଷ୍କାର ପରିଚ୍ଛନ୍ନ ରଖିବାକୁ ପୌର ପରିଷଦ ପକ୍ଷରୁ ସହରର ପ୍ରତ୍ୟେକ ଗଳିକନ୍ଦିରେ ସଫେଇ କର୍ମଚାରୀମାନଙ୍କୁ ନିୟୋଜିତ କରାଯାଇଛି । ହେଲେ ସହରରେ ଥିବା ବିଭିନ୍ନ ପାନୀୟ ଜଳ ପ୍ରକଳ୍ପ ଏଯାଏଁ ପୌର ପରିଷଦ ପକ୍ଷରୁ ମରାମତି କରାଯାଇପାରିନାହିଁ । ବିଶେଷକରି ସହରକୁ ବିଭିନ୍ନ କାର୍ଯ୍ୟ ପାଇଁ ଆସୁଥିବା ଯାତ୍ରୀମାନେ ବିଶୁଦ୍ଧ ପାନୀୟ ଜଳ ସହ ହାତ ଧୋଇବାକୁ ମଧ୍ୟ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି ।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.