ETV Bharat / state

ବିଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

author img

By

Published : Feb 23, 2021, 6:47 PM IST

ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ତୁଲୁଣ୍ଡିପାଲି ଗାଁ ନିକଟ ବିଲ ମଧ୍ୟରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ପୋଲିସର ତଦନ୍ତ ଜାରି । ଅଧିକ ପଢନ୍ତୁ...

ବିଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି
ବିଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ସୁବର୍ଣ୍ଣପୁର: ବିଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ମଙ୍ଗଳବାର ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ତୁଲୁଣ୍ଡିପାଲି ଗାଁ ନିକଟ ବିଲରୁ ଏହି ମୃତଦେହ ଉଦ୍ଧାର କରାଯାଇଛି । ମୃତକଙ୍କ ପରିଚୟ ମିଳିପାରି ନଥିବାବେଳେ ଏହା ହତ୍ୟା କି ଆଉ କିଛି ସେ ବାବଦରେ କିଛି ସ୍ପଷ୍ଟ ହୋଇନାହିଁ । ମୃତ ମହିଳାଙ୍କ କିଛି ଦୂରରେ ଚପଲ, ବ୍ୟାଗ ଆଦି ପଡିଥିବାର ଦେଖିବାକୁ ମିଳିଛି ।

ସୂଚନାଯୋଗ୍ୟ, ଅର୍ଦ୍ଧଦଗ୍ଧ ଅବସ୍ଥାରେ ମହିଳାଙ୍କ ମୃତଦେହ ପଡିଥିବାର ଜଣେ ଗୋପାଳକ ଦେଖିବାକୁ ପାଇ ଗାଁ ଲୋକଙ୍କୁ ଜଣାଇଥିଲେ । ଏହାପରେ ସେମାନେ ବିନିକା ପୋଲିସକୁ ଏ ସମ୍ପର୍କରେ ଖବର ଦେଇଥିଲ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଏବଂ ଘଟଣାର ଛାନଭିନ୍ ଆରମ୍ଭ କରିଛି ।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.