ETV Bharat / state

ସୁବର୍ଣ୍ଣପୁରରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ

author img

By

Published : Jun 18, 2021, 10:42 PM IST

ସୁବର୍ଣ୍ଣପୁର ଜିଲ୍ଲାରେ ତରଳ ମେଡିକାଲ ଅକ୍ସିଜେନ(LMO-6KL) ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥାର ଶିଳାନ୍ୟାସ ଓ ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଅକ୍ସିଜେନ (833 LPM) ର ଉତ୍ପାଦିକରଣ ଓ ବଣ୍ଟନ ବ୍ୟବସ୍ଥା (PSA)ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ।

ସୁବର୍ଣ୍ଣପୁରରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ
ସୁବର୍ଣ୍ଣପୁରରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ସ୍ବାସ୍ଥ୍ୟସେବାର ଭିତ୍ତିଭୂମିର ବିକାଶ ନିମନ୍ତେ ତରଳ ମେଡିକାଲ ଅକ୍ସିଜେନ(LMO-6KL) ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥାର ଶିଳାନ୍ୟାସ ଓ ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଅକ୍ସିଜେନ (833 LPM) ର ଉତ୍ପାଦିକରଣ ଓ ବଣ୍ଟନ ବ୍ୟବସ୍ଥା (PSA)ର ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିସି ଜରିଆରେ ଏହାର ଉଦଘାଟନ କରିଛନ୍ତି l

କୋଭିଡ କଟକଣାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ବଲାଙ୍ଗୀର ଲୋକସଭା ସାଂସଦ ସଙ୍ଗୀତା କୁମାରୀ ସିଂଦେଓ, ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ, ଜିଲ୍ଲାପାଳ ମନିଷା ବାନାର୍ଜୀ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି କାର୍ଯ୍ୟକ୍ରମ ପାଇଁ ସହରବାସୀଙ୍କ ଭିତରେ ଆନନ୍ଦ ଖେଳିଯାଇଛି। ସ୍ବାସ୍ଥ୍ୟ ବିଭାଗ କ୍ଷେତ୍ରରେ ରାଜ୍ୟ ସରକାର ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବା ପାଇଁ ସବୁ ପ୍ରକାର ଉଦ୍ୟମ କରୁଥିବା ସୋନପୁର ବିଧାୟକ ତଥା ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.