ETV Bharat / state

ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ମାସ୍କ ଓ ସାନିଟାଇଜର ବଣ୍ଟନ - ମାସ୍କ ଓ ସାନିଟାଇଜର ବଣ୍ଟନ

ଜିଲ୍ଲାରେ କୋଭିଡ-19 ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି ।

mask and sanitizer distributed in sonepur
ମହିଳା ସ୍ବୟଂ ସହାୟକ ଗୋଷ୍ଠୀ
author img

By

Published : Apr 18, 2020, 3:11 PM IST

ସୁବର୍ଣ୍ଣପୁର: ଜିଲ୍ଲାରେ କୋଭିଡ-19 ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି । ଆଜି(ଶନିବାର) ବଡ ବାହାଲି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଜନସାଧାରଣଙ୍କ କାର୍ଯ୍ୟରେ ଜରୁରୀକାଳୀନ କାର୍ଯ୍ୟରେ ନିୟୋଜିତ ଥିବା ପୋଲିସ କର୍ମଚାରୀ, ସଫେଇ କର୍ମଚାରୀ, ସାମ୍ବାଦିକ ମାନଙ୍କୁ ମାସ୍କ ଓ ସାନିଟାଇଜର ବଣ୍ଟନ କରିଛନ୍ତି ।

ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ମାସ୍କ ଓ ସାନିଟାଇଜର ବଣ୍ଟନ

ଏହାସହ ହାତ ଧୋଇବା ପାଇଁ ସାବୁନ ମଧ୍ୟ ପ୍ରଦାନ କରିଛନ୍ତି । ସହରର ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟରେ ସଚେତନତା କରିବା ସହିତ ଏସବୁ ପ୍ରଦାନ କରିଛନ୍ତି । ନିଜସ୍ୱ ପାଣ୍ଠିରୁ ଖର୍ଚ୍ଚ କରି ମହିଳା ମାନଙ୍କ ଏହି ଉଦ୍ୟମକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି ।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.