ETV Bharat / state

ସୁବର୍ଣ୍ଣପୁରରେ ଜାତୀୟ ପ୍ରେସ ଦିବସ ପାଳିତ - National press day celebration

ସୁବର୍ଣ୍ଣପୁର ଡିଆରଡିଏ ସମ୍ବିଳନୀ କକ୍ଷରେ ଜାତୀୟ ପ୍ରେସ ଦିବସ ପାଳିତ । ଅତିରିକ୍ତ ଜିଲ୍ଲାପାଳ ଶରତଚନ୍ଦ୍ର ପଣ୍ଡା ଉତ୍ସବରେ ସାମିଲ । ଆଗକୁ ପଢନ୍ତୁ...

ଜୀତୀୟ ପ୍ରେସ ଦିବସ ପାଳିତ
author img

By

Published : Nov 16, 2019, 11:05 PM IST

ସୁବର୍ଣ୍ଣପୁର: ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଡିଆରଡିଏ ସମ୍ବିଳନୀ କକ୍ଷରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶରତଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସାମ୍ପ୍ରତିକ ଗଣତାନ୍ତ୍ରିକ ବ୍ୟବସ୍ଥାରେ ତଥ୍ୟ ପରୀକ୍ଷା ଓ ପ୍ରକାଶନ ସମ୍ପର୍କରେ ଆଲୋକପାତ କରିଥିଲେ ।

ଜୀତୀୟ ପ୍ରେସ ଦିବସ ପାଳିତ

ମୁଖ୍ୟ ବକ୍ତା ଭାବେ ପ୍ରାକ୍ତନ ଅଧ୍ୟକ୍ଷ କେଦାର ମିଶ୍ର ଯୋଗଦେଇ ତଥ୍ୟ ସଂଗ୍ରହ, ପରୀକ୍ଷା ଓ ପ୍ରକାଶନ ଉପରେ ଗଭୀର ଆଲୋଚନା କରିଥିଲେ। ବରିଷ୍ଠ ସାମ୍ବାଦିକ ଗୋରେଖ ନାଥ ସାହୁ, ବ୍ୟୋମକେଶ ଦାଶ ପ୍ରମୁଖ ସାମ୍ବାଦିକତାର ବିଭିନ୍ନ ଦିଗ ଉପରେ ନିଜନିଜର ବକ୍ତବ୍ୟ ରଖିଥିଲେ।

ଏହି ଉତ୍ସବରେ ଜିଲ୍ଲା ପ୍ରଶାସନର ବିଭିନ୍ନ ଅଧିକାରୀଙ୍କ ସହିତ ସାମ୍ବାଦିକଙ୍କ ଅନେକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରାଜ୍ୟ ସରକାର ପ୍ରଦାନ କରିଥିବା ସ୍ବାସ୍ଥ୍ୟ ବୀମା ପ୍ରଦାନ କରିଥିବା ବେଳେ ନୂତନ ପୀଢ଼ିର ସାମ୍ବାଦିକ ମାନଙ୍କୁ ସମ୍ମାନିତ କରାଯାଇଥିଲା ।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ

Intro:ସୁବର୍ଣ୍ଣପୁର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଡି ଆର ଡି ଏ ସମ୍ବିଳନୀ କକ୍ଷରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇ ଯାଇଛି।ଅତିରିକ୍ତ ଜିଲ୍ଲାପାଳ ଶରତଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସାମ୍ପ୍ରତିକ ଗଣତାନ୍ତ୍ରିକ ବ୍ୟବସ୍ଥାରେ ତଥ୍ୟ ପରୀକ୍ଷା ଓ ପ୍ରକାଶନ ସମ୍ପର୍କରେ ଆଲୋକପାତ କରିଥିଲେ।ମୁଖ୍ୟ ବକ୍ତା ଭାବେ ପ୍ରାକ୍ତନ ଅଧ୍ୟକ୍ଷ କେଦାର ମିଶ୍ର ଯୋଗଦେଇ ତଥ୍ୟ ସଂଗ୍ରହ , ପରୀକ୍ଷା ଓ ପ୍ରକାଶନ ଉପରେ ଗଭୀର ଆଲୋଚନା କରିଥିଲେ।ବରିଷ୍ଠ ସାମ୍ବାଦିକ ଗୋରେଖ ନାଥ ସାହୁ , ବ୍ୟୋମକେଶ ଦାଶ ପ୍ରମୁଖ ସାମ୍ବାଦିକତାର ବିଭିନ୍ନ ଦିଗ ଉପରେ ନିଜନିଜର ବକ୍ତବ୍ୟ ରଖିଥିଲେ।

Body:ଏହି ଉତ୍ସବରେ ଜିଲ୍ଲା ପ୍ରଶାସନର ବିଭିନ୍ନ ଅଧିକାରୀଙ୍କ ସହିତ ସାମ୍ବାଦିକଙ୍କ ଅନେକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରାଜ୍ୟ ସରକାର ପ୍ରଦାନ କରିଥିବା ସ୍ୱାସ୍ଥ୍ୟ ବୀମା ପ୍ରଦାନ କରିଥିବା ବେଳେ ନୂତନ ପିଢ଼ିର ସାମ୍ବାଦିକ ମାନଙ୍କୁ ସମ୍ମାନିତ କରାଯାଇଥିଲା।

Conclusion:ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା , ଇ ଟିଭି ଭାରତ।
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.