ETV Bharat / state

ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ: ଆଲୋଚନା କଲେ ସମସ୍ୟା ବୁଝିଲେ - samir das visit subarnpur school

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ 2 ଦିନିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ କରିଛନ୍ତି । ଅଧିକ ପଢନ୍ତୁ...

ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ: ବୁଝିଲେ ସମସ୍ୟା କଲେ ଆଲୋଚନା

author img

By

Published : Jan 7, 2020, 4:22 AM IST

ସୁବର୍ଣ୍ଣପୁର: 2 ଦିନିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ଏହି ଗସ୍ତ ସମୟରେ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ବିଭିନ୍ନ ସ୍କୁଲକୁ ଅଚାନକ ପରିଦର୍ଶନ କରିଥିଲେ ।

ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ: ବୁଝିଲେ ସମସ୍ୟା କଲେ ଆଲୋଚନା

ବିଦ୍ୟାଳୟର ସମସ୍ୟା ବୁଝିବା ସହିତ ପାଠ ପଢା ସମ୍ପର୍କରେ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ ସମୀର । ସୁବର୍ଣ୍ଣପୁର ଧର୍ମଶାଳା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟକୁ ମନ୍ତ୍ରୀ ଅଚାନକ ପରିଦର୍ଶନ କରିବା ସହ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଡମି ପ୍ରଶ୍ନପତ୍ର ଦିଆଯାଇ ନଥିବାରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ବିରମହାରାଜପୁର ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟକୁ ଯାଇ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଛନ୍ତି ।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ

Intro:ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ୨ ଦିନିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ କରିଛନ୍ତି । ଏହି ଗସ୍ତ ସମୟରେ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ବିଭିନ୍ନ ସ୍କୁଲକୁ ଅଚାନକ ପରିଦର୍ଶନ କରିଛନ୍ତି । ବିଦ୍ୟାଳୟ ର ସମସ୍ୟା ସହିତ ପାଠ ପଢା ସମ୍ପର୍କରେ ଛାତ୍ରଛାତ୍ରୀ ଙ୍କ ସହିତ ଆଲୋଚନା କରିଛନ୍ତି।ସୁବର୍ଣ୍ଣପୁର ଜିଲ୍ଲା ଧର୍ମଶାଳା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟକୁ ମନ୍ତ୍ରୀ ଅଚାନକ ପରିଦର୍ଶନ କରିବା ସହ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଡମି ପ୍ରଶ୍ନପତ୍ର ଦିଆଯାଇ ନଥିବାରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ବିରମହାରାଜପୁର ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟକୁ ଯାଇ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଛନ୍ତି ।Body:ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା , ଇ ଟିଭି ଭାରତ।
Ready to be published. Edited visual without vo. Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.