ETV Bharat / state

ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସର ଧାରଣା

author img

By

Published : Jul 1, 2021, 3:57 PM IST

ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଧାରଣା ଦିଆଯାଇଛି । ଅଧିକ ପଢନ୍ତୁ...

ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସର ଧାରଣା
ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସର ଧାରଣା

ସୁବର୍ଣ୍ଣପୁର: ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଧାରଣା ଦିଆଯାଇଛି । ଜିଲ୍ଲାରେ ଚାଷୀଙ୍କ ସମସ୍ୟା ସମାଧାନ ହେଉ ନଥିବାରୁ ଏହି ଆନ୍ଦୋଳନ କରାଯାଇଛି । ସମସ୍ତ ପଞ୍ଜିକୃତ ଚାଷୀଙ୍କ ଠାରୁ ସବୁ ବଳକା ଧାନ ସଂଗ୍ରହ କରିବା, ସମସ୍ତ ଲ୍ୟାପ୍ସ ଟୋକନ ପୁନଃ କାର୍ଯ୍ୟକ୍ଷମ କରିବା, ରବି ଧାନ କ୍ରୟ ସମୟ ସୀମା ଆଗାାମୀ ଜୁଲାଇ 15 ପର୍ଯ୍ୟନ୍ତ ବର୍ଦ୍ଧିତ କରିବା, ଧାନ କୁଇଣ୍ଟାଲ ପ୍ରତି ଚାଷୀଙ୍କୁ 500 ଟଙ୍କା ବୋନସ ପ୍ରଦାନ କରିବା, କେନ୍ଦ୍ର ସରକାର ତୁରନ୍ତ ଧାନ କୁଇଣ୍ଟାଲ ପ୍ରତି 2930 ଟଙ୍କାକୁ ବର୍ଦ୍ଧିତ କରିବା ଆଦି ଦାବି ନେଇ ଏହି ଆନ୍ଦୋଳନ କରାଯାଇଛି ।

ଜିଲ୍ଲା କଂଗ୍ରେସ ସଭାପତି ଗୌରୀଶ୍ୟାମ ପଣ୍ଡାଙ୍କ ନେତୃତ୍ବରେ କଂଗ୍ରେସ କର୍ମୀମାନେ ଧାରଣାରେ ବସିବା ସହିତ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ସ୍ଲୋଗାନ ବାଜି କରିଛନ୍ତି । ତୁରନ୍ତ ଚାଷୀଙ୍କ ଦାବି ପୂରଣ ନହେଲେ ଜିଲ୍ଲାର ସମସ୍ତ ରାଜସ୍ବ କାର୍ଯ୍ୟାଳୟ ସହିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବେ ବୋଲି ଚେତାବନୀ ଦେଇଛନ୍ତି ।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.