ETV Bharat / state

ସମୀକ୍ଷା ବୈଠକରେ ଯୋଗଦେଲେ ଡବ୍ଲ୍ୟୁଓଡିସି ଅଧ୍ୟକ୍ଷ

author img

By

Published : Nov 11, 2019, 1:46 PM IST

ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ସମୀକ୍ଷା ବୈଠକରେ ଡବ୍ଲ୍ୟୁଓଡିସି ଅଧ୍ୟକ୍ଷ ସୁବାଷ ଚୌହାନ ଯୋଗଦେଇ ଜିଲ୍ଲାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି ।

ସମୀକ୍ଷା ବୈଠକରେ ଯୋଗଦେଲେ ଡବ୍ଲ୍ୟୁଓଡିସି ଅଧ୍ୟକ୍ଷ

ସୁବର୍ଣ୍ଣପୁର: ଜିଲ୍ଲାର ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ସମୀକ୍ଷା ବୈଠକ ଆୟୋଜିତ ହୋଇଯାଇଛି । ଏଥିରେ ବିକାଶ ପରିଷଦର ଅଧ୍ୟକ୍ଷ ସୁବାଷ ଚୌହାନ ଯୋଗଦେଇ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ଜିଲ୍ଲାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି ।

ଗତ ଦୁଇ ବର୍ଷ ଭିତରେ କେତେ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି ଓ କେତେ ପ୍ରକଳ୍ପ ଅଧାପନ୍ତରିଆ ହୋଇ ପଡ଼ି ରହିଛି ତାର ବିବରଣୀ ମାଗିଥିଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ । ଏହାସହ ସେ ଅସମ୍ପୂର୍ଣ୍ଣ ପ୍ରକଳ୍ପ ଗୁଡିକ ପାଇଁ ଆଉ କେତେ ଅନୁଦାନର ଆବଶ୍ୟକତା ରହିଛି ସେ ସମ୍ପର୍କରେ ପଚାରିଥିଲେ । କେଉଁ କାରଣରୁ ପ୍ରକଳ୍ପ ସବୁ ସମ୍ପୂର୍ଣ୍ଣ ହୋଇ ପାରୁନାହିଁ ତାହା ମଧ୍ୟ ପଚାରି ବୁଝିଥିଲେ ।

ଏହାପରେ ସେ ଜିଲ୍ଲାରେ ଚାଲିଥିବା ପ୍ରକଳ୍ପ ଗୁଡିକ ନିର୍ଦ୍ଧାରିତ ସମୟରେ ଶେଷ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ପଣ୍ଡାଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିବା ସୂଚନା ରହିଛି ।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ

Intro:ସୁବର୍ଣ୍ଣପୁର ସହରର ସ୍ଥାନୀୟ ଡିଆରଡିଏ ସମ୍ବିଳନୀ କକ୍ଷରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ସମୀକ୍ଷା ବୈଠକ ଆୟୋଜିତ ହୋଇ ଯାଇଛି।ଏଥିରେ ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନ ଯୋଗଦେଇ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ଜିଲ୍ଲାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଥିଲେ।ଅସମ୍ପୂର୍ଣ୍ଣ ପ୍ରକଳ୍ପଗୁଡିକ ପାଇଁ ଆଉ କେତେ ଅନୁଦାନର ଆବଶ୍ୟକତା ରହିଛି ସେ ସମ୍ପର୍କରେ ପଚାରିଥିଲେ।ଗତ ଦୁଇ ବର୍ଷ ଭିତରେ କେତେ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି ଓ କେତେ ପ୍ରକଳ୍ପ ଅଧାପନ୍ତରିଆ ହୋଇ ପଡ଼ିରହିଛି ତାର ବିବରଣୀ ମାଗିଥିଲେ।ପ୍ରକଳ୍ପସବୁ କେଉଁ କାରଣରୁ ସମ୍ପୂର୍ଣ୍ଣ ହୋଇ ପାରୁନାହିଁ ତାହା ବୁଝିଥିଲେ।

Body:ଜିଲ୍ଲାରେ ଚାଲିଥିବା ପ୍ରକଳ୍ପଗୁଡିକ ନିର୍ଧାରିତ ସମୟରେ ଶେଷ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦେଶ ଦେଇଥିଲେ।ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ପଣ୍ଡାଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

Conclusion:ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା , ଇ ଟିଭି ଭାରତ।
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.