ETV Bharat / state

ସୁନ୍ଦରଗଡ ବିଜେପି ଲୋକସଭା ପ୍ରାର୍ଥୀ ଜୁଏଲ ଓରାମଙ୍କୁ ପାଞ୍ଚଟି ପ୍ରଶ୍ନ - rourkela

ସୁନ୍ଦରଗଡରେ ଚଳିତ ନିର୍ବାଚନରେ ହେବ ଜୋରଦାର ଲଢେଇ। ମଇଦାନରେ ଅଛନ୍ତି ୩ ଦଳର ୩ ପୁରୁଖା ନେତା। କେନ୍ଦ୍ରମନ୍ତ୍ରୀ ତଥା ବିଜେପି ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ବିଜେଡିର ସୁନୀତା ବିଶ୍ୱାଳ ଓ କଂଗ୍ରେସର ଜର୍ଜ ତିର୍କୀଙ୍କ ମଧ୍ୟରେ ହେବ ଘମାଘୋଟ ଲଢେଇ।

ଫଟୋ ସୌଜନ୍ୟ- ସମ୍ବାଦଦାତା, ରାଉରକେଲା
author img

By

Published : Apr 2, 2019, 6:15 AM IST

ରାଉରକେଲା: ସୁନ୍ଦରଗଡରେ ଚଳିତ ନିର୍ବାଚନରେ ହେବ ଜୋରଦାର ଲଢେଇ। ମଇଦାନରେ ଅଛନ୍ତି ୩ ଦଳର ୩ ପୁରୁଖା ନେତା। କେନ୍ଦ୍ରମନ୍ତ୍ରୀ ତଥା ବିଜେପି ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ବିଜେଡିର ସୁନୀତା ବିଶ୍ୱାଳ ଓ କଂଗ୍ରେସର ଜର୍ଜ ତିର୍କୀଙ୍କ ମଧ୍ୟରେ ହେବ ଘମାଘୋଟ ଲଢେଇ। ତେବେ ନାମାଙ୍କନ ଦାଖଲ ପରେ ଏବେ ଚାଲିଛି ଜୋରଦାର ପ୍ରଚାର।

କେଉଁ ମୁଦ୍ଦା ନେଇ ଭୋଟରଙ୍କ ନିକଟତର ହେବେ ପ୍ରାର୍ଥୀ ସେନେଇ ଚାଲିଛି ମାନସ ମନ୍ଥନ। କାରଣ ଯେଉଁ ପ୍ରାର୍ଥୀ ଜିତିବା ପରେ ଜନସାଧାରଣଙ୍କ ସହ ଛିଡା ହେବ ସେମିତି ମୁହଁ ବାଛିବେ ଜନତା।

ତେବେ ଏନେଇ ଆମ ଅଭିଯାନ 'ପାଞ୍ଚଟି ପ୍ରଶ୍ନ ନେତାଙ୍କୁ' ନେଇ ଆଜି ଆମେ ଭେଟିଥିଲୁ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ସୁନ୍ଦରଗଡ ଲୋକସଭା ପ୍ରାର୍ଥୀ ଜୁଏଲ ଓରାମଙ୍କୁ।

ଭିଡିଓ ସୌଜନ୍ୟ- ସମ୍ବାଦଦାତା, ରାଉରକେଲା

ବିଜୟୀ ହେଲେ ରାଜ୍ୟ ସରକାର କରିନଥିବା କାମକୁ ସମ୍ପୂର୍ଣ୍ଣ କରିବେ ବୋଲି କହିଛନ୍ତି ଜୁଏଲ। ଯେଉଁଠି ରାଜ୍ୟ ସରକାର କେନ୍ଦ୍ରର ଅନୁଦାନକୁ ଖର୍ଚ୍ଚ କରିନପାରି ସମାଲୋଚନା କରୁଛନ୍ତି ତାହାକୁ ସଠିକ ବାଟରେ ଖର୍ଚ୍ଚ କରିବା ସହ ଜନସାଧାରଣଙ୍କ ସେବାରେ ଲଗାଇବେ ବୋଲି ସେ କହିଛନ୍ତି।

ରାଉରକେଲାରୁ ରାଜେନ୍ଦ୍ରନାଥ ମିଶ୍ର, ଇଟିଭି ଭାରତ

Intro:Body:

ସୁନ୍ଦରଗଡ ବିଜେପି ଲୋକସଭା ପ୍ରାର୍ଥୀ ଜୁଏଲ ଓରାମଙ୍କୁ ପାଞ୍ଚଟି ପ୍ରଶ୍ନ

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.