ସୁନ୍ଦରଗଡ଼: ବାତ୍ୟା ‘ୟସ୍’କୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି ।
ନୂଆଗାଁ, କୁଆଁରମୁଣ୍ଡା, ବିଶ୍ରା, ଲାଠିକଟା, ଲହୁଣୀପଡ଼ା, କୋଇଡ଼ା ଏବଂ ଗୁରୁଣ୍ଡିଆ ବ୍ଲକର ୫ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି । ସେମାନଙ୍କ ପାଇଁ ରନ୍ଧା ଖାଦ୍ୟର ବ୍ୟବସ୍ଥା କରାଯାଇଛି ।
ସୁନ୍ଦରଗଡରୁ ହରିହର ଦାସ ମହାପାତ୍ର, ଇଟିଭି ଭାରତ