ETV Bharat / sukhibhava

Horoscope: ଅଗଷ୍ଟ 20 ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ - ଆଜିର ରାଶିଫଳ

ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

Horoscope
Horoscope
author img

By

Published : Aug 20, 2023, 12:00 AM IST

ମେଷ: ଆଜି ଏକ ଆନନ୍ଦ ଉଲ୍ଳାସର ଦିନ ଅଟେ। ଆପଣଙ୍କ ବିନିଯୋଗ ଅର୍ଥରୁ ପ୍ରଚୁର ଲାଭ ମିଳିବ। ଆପଣ ଅର୍ଥ ସମ୍ପନ୍ଧୀୟ ସେମିନାରରେ ଯୋଗ ଦେବେ କିମ୍ୱା ପରିଚାଳନା କରିବେ। ପୁରୁଣା ବନ୍ଧୁଙ୍କୁ ପାଇ ଖୁସି ହେବେ। ନିଜର ବୁଦ୍ଧି ଖଟାଇ ପ୍ରଜ୍ଞାଶାଳୀ ଯୋଜନା ପାଇଁ କାମ କରି ନିଜକୁ ଭାଗ୍ୟବାନ ମଣିବେ। ଅଳ୍ପଦିନ ପାଇଁ ପରିଭ୍ରମଣରେ ଯାଇ ପାରନ୍ତି। କଠିନ ପରିଶ୍ରମ କରିବା ପାଇଁ ଦିନଟି ଅତି ଶୁଭଙ୍କର ଅଟେ। ଶାରିରିକ ସୁସ୍ଥତା ଓ ମାନଶିକ ଶାନ୍ତି ଅବ୍ୟାହିତ ରହିବ।

ବୃଷ: ମିଠାକଥାରେ ସମସ୍ତଙ୍କୁ ବଶ କରିବେ । ବନ୍ଧୁଙ୍କର ସଂଖ୍ୟା ବୃଦ୍ଧି ପାଇପାରେ। ଅନେକ ଘଟଣାରେ ସଫଳ ବ୍ୟକ୍ତିତ୍ୱ ଭାବେ ପରିଚିତ ହେବେ। ନୂତନ କାର୍ଯ୍ୟର ଶୁଭାରମ୍ଭ କରିପାରନ୍ତି। ନିଜର କାର୍ଯ୍ୟ ଦକ୍ଷତା ବଳରେ ନିଜ କାର୍ଯ୍ୟରେ ମଧ୍ୟ ସଫଳତା ପାଇବେ। ଆର୍ଥିକ ସ୍ଥିତି ସ୍ୱଛଳ ରହିବ। ଆଜି ଆପଣ ଯାହା ଇଛା କରିବେ ତାହା ଅକ୍ଲେଶରେ ପାଇପାରିବେ।

ମିଥୁନ: ଆଜି ମନ ବିଚଳିତ ରହିବ। ମନରେ ଦ୍ୱନ୍ଦ ଓ ଦୁର୍ବଳ ଚିନ୍ତାଧାରା ପାଇଁ ଆପଣ କ୍ଲାନ୍ତି ଅନୁଭବ କରିବେ। କୌଣସି ଅନୈତିକ ସମ୍ପର୍କ ଆପଣଙ୍କ ପରିବାରରେ କଳହ ଆଣିବ। ଆଜି ଯାତ୍ରା ନକରି ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ଏହାକୁ ସ୍ଥଗିତ ରଖନ୍ତୁ। ଖଳ ପ୍ରକୃତିର ଲୋକଙ୍କଠାରୁ ଦୂରେଇ ରୁହନ୍ତୁ। ଧ୍ୟାନ କଲେ ମାନସିକ ଶାନ୍ତି ମିଳିପାରେ।

କର୍କଟ: ଆଜି ଭାଇମାନଙ୍କଠାରୁ କିଛି ସାହାଯ୍ୟ ପାଇବେ। ବନ୍ଧୁମାନଙ୍କ ସହ ମିଳନ ଏବଂ ପ୍ରିୟଜନଙ୍କ ରୌଶ୍ୟରୁ ଆପଣ ଲାଭବାନ ହେବେ। କୌଣସି ଏକ ରମଣୀୟ ସ୍ଥାନ ଦେଖିବାକୁ ଯାଇପାରନ୍ତି। ଆଜି ଆପଣ ସବୁକାର୍ଯ୍ୟରେ ସଫଳତା ହାସଲ କରିବେ। ଶତ୍ରୁ ପରାଜିତ ହେବେ। ଆପଣଙ୍କର ଭାବାବେଗ ପ୍ରିୟଜନଙ୍କ ସହିତ ସମ୍ପର୍କୁ ବୃଦ୍ଧି କରିବେ। ସମାଜିକ ଜୀବନରେ ପ୍ରତିଭା ଓ ସମ୍ମାନ ବୃଦ୍ଧି ପାଇବ। ଆର୍ଥିକ ସ୍ୱଚ୍ଛଳତାର ବୃଦ୍ଧି ବି ହୋଇପାରେ।

ସିଂହ: ଆଜି ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ। ଦିନଟିକୁ କିପରି କାଟିବେ ତାହା ଆପଣଙ୍କ ବିହ୍ୱଳିତ ମନ ଠିକ୍ କରିପାରିବ ନାହିଁ। ସେ ଯାହାହେଉ ପରିବାର ସଦସ୍ୟଙ୍କ ସହଯୋଗ ଯୋଗୁଁ ଆପଣ ଖୁସିରେ ଦିନଟିକୁ କାଟିପାରିବେ। ବହୁ ଦୂରତ୍ୱରେ ରହୁଥିବା ବନ୍ଧୁଙ୍କ ସହ ନିଗୁ଼ଢ ବନ୍ଧନରେ ବାନ୍ଧିହୋଇ ପଡିବେ। ଏହି ସମ୍ପର୍କ ଆପଣଙ୍କୁ ଭବିଷ୍ୟତରେ ସାହାଯ୍ୟ ପ୍ରଦାନ କରିପାରେ। ଅଯଥା ଖର୍ଚ୍ଚରୁ ନିବୃତ୍ତ ରୁହନ୍ତୁ। ନିଜର କଠିନ ପରିଶ୍ରମର ଫଳ ଆଜି ମିଳିବ ନାହିଁ।

କନ୍ୟା: ଆଜି ଦିନଟି ଶୁଭ ଫଳଦାୟକ ଅଟେ। ମାନସିକ ତଥା ଶାରିରୀକ ସୁସ୍ଥତା ବଜାୟ ରହିବ। ଆର୍ଥିକ ସ୍ଥିତି ସୁଦୃ଼ଢ ହେବ। ନିଜର ବନ୍ଧୁ ଓ ପ୍ରିୟନଙ୍କ ସହ ଆମୋଦ ପ୍ରମୋଦରେ ସମୟ କଟାଇବେ। ଯେକୌଣସି ଯାତ୍ରା ପାଇଁ ଦିନଟି ଶୁଭ ଅଟେ।

ତୁଳା: ନିଜର କ୍ରୋଧ ସମ୍ୱରଣ କରନ୍ତୁ। ଯଦି ପାରନ୍ତି ତାହେଲେ କୌଣସି ପ୍ରକାର ଯୁକ୍ତିତର୍କ କିମ୍ୱା ଅଦରକାରି ଆଲୋ଼ଚନା କରନ୍ତୁ ନାହିଁ। ପରିବାରର ଜଣେ ସଦସ୍ୟଙ୍କ ସଙ୍ଗେ ପାଟିତୁଣ୍ଡ ହୋଇପାରେ। ଆଜି କିଛି ଶାରିରୀକ ଅସୁସ୍ଥତା ଭୋଗିପାରନ୍ତି ଏବଂ ଏହା ଜୀବନପ୍ରତି ବିପଦ ଆଣିପାରେ। ଆଜି ଆପଣ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି। ନିଜକୁ କୋର୍ଟ କଚେରୀ ମାମଲାରୁ ଦୂରେଇ ରଖନ୍ତୁ। ନଚେତ୍ ନିଜର ସମ୍ମାନର ଅଧୋଗତି ଘଟିବ।

ବିଛା: ଆଜି ଏକ ଲାଭଜନକ ଦିନ ଅଟେ। ଆପଣ ଆଜି ଦିନଟିକୁ ଯେମିତି ଚାହିଁବେ ସେମିତି ଉପଭୋଗ କରିପାରିବେ। ଅବିବାହିତ ଯୁବକ ଯୁବତୀ ମାନଙ୍କ ପାଇଁ ବିବାହ ସୁତ୍ରରେ ବନ୍ଧି ହେବାର ଆଜି ଏକ ଶୁଭ ଦିନ ଅଟେ। ବ୍ୟବସାୟ ପରିଚାଳନା ଓ ବୁଦ୍ଧିରେ ଅତି ଆଗ୍ରହୀ ବ୍ୟକ୍ତି ପ୍ରଚୁର ଅର୍ଥଲାଭ କରିବେ। ଚାକିରିଆମାନଙ୍କ କ୍ଷେତ୍ରରେ ସେମାନେ ସେମାନଙ୍କର ହାକିମଙ୍କ ଶୁଭ ଦୃଷ୍ଟିରେ ରହିପାରନ୍ତି। ଆପଣଙ୍କ କାର୍ଯ୍ୟ ଦକ୍ଷତାକୁ ଅନ୍ୟମାନେ ପ୍ରଶଂସା କରିବେ। ଆପଣ ନିଜର ବନ୍ଧୁଙ୍କ ସହ ସକ୍ଷାତ କରିବେ।

ଧନୁ: ଆଜି ଦିନରେ ଅନ୍ୟମାନଙ୍କୁ ସାହାଯ୍ୟ ପ୍ରଦାନ କରି ପାଖ ପଡୋଶୀଙ୍କ ପ୍ରଶଂସା ଭାଜନ ହେବେ। ଉପରିସ୍ଥ ହାକିମଙ୍କୁ ପ୍ରଭାବି କରି ଆପଣଙ୍କର ପଦୋନ୍ନତି ହେବାର ସମ୍ଭାବନା ଅଛି। ବ୍ୟବସାୟ ସଂକ୍ରାନ୍ତରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ନିଜର ପିତାଙ୍କ ଠାରୁ କିଛି ସୁଖବର ପାଇପାରନ୍ତି।

ମକର: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। କଳା ଓ ସାହିତ୍ୟ ସମ୍ପର୍କିତ ଗୋଟିଏ ନୁତନ ଯୋଜନା ଆପଣ ହାତକୁ ନେଇ ସଫଳତା ଲାଭ କରିପାରନ୍ତି। ନିଜର ଚିନ୍ତନଶୀଳ ମନୋବୃତ୍ତିର ସଫଳ ରୁପାୟନ ନିମନ୍ତେ ଏକ ପୁସ୍ତକ ପଠନ ମେଳାର ଆୟୋଜନ କରିପାରନ୍ତି। ସରକାରୀ କାର୍ଯ୍ୟରେ ଆପଣ କିଛି ଦୁର୍ଦ୍ଦଶାର ସମ୍ମୁଖିନ ହୋଇପାରନ୍ତି। ଆଳସ୍ୟ ଓ କ୍ରୋଧ ଆପଣଙ୍କ ଶାରୀରିକ ଅସୁସ୍ଥତାର କାରଣ ହୋଇପାରେ।

କୁମ୍ଭ: ବହୁ ଅସନ୍ତୋଷ ଯୋଗୁଁ ମନ ଭାରାକ୍ରାନ୍ତ ରହିବା ସହିତ ଉତ୍ତେଜନା ଓ କ୍ରୋଧ ପ୍ରକାଶ ପାଇବ। ଭଗବାନଙ୍କୁ ପ୍ରାର୍ଥନା ଓ ଧ୍ୟାନରତ ହେଲେ ମାନସିକ ଶାନ୍ତି ଫେରିଆସିପାରେ। ଅନୈତିକ କାର୍ଯ୍ୟରୁ ଦୂରେଇ ରୁହନ୍ତୁ। ଜଗିରଖି କଥା କୁହନ୍ତୁ। ପରିବାରର କୌଣସି ଏକ ଶୁଭକର୍ମ ପାଇଁ ଖର୍ଚ୍ଚର ପରିମାଣ ବଢିଯାଇପାରେ।

ମୀନ: ଆଜି ଭାଗ୍ୟ ଉଜ୍ଜଳ ଅଟେ। କାର୍ଯ୍ୟଦକ୍ଷତା ବୃଦ୍ଧି ପାଇବ। କିଛି ସମୟ ମଜାରେ ଅତିବାହିତ କରନ୍ତୁ। ପରିବାର ବର୍ଗଙ୍କ ସହ ଆନନ୍ଦ ଉଲ୍ଳାସରେ ବୁଲନ୍ତୁ। ଭଲ ପାଉଥିବା ବ୍ୟକ୍ତିଙ୍କ ସାଙ୍ଗରେ ସୁଖଦ ମୂହୁର୍ତ୍ତ ବିତାନ୍ତୁ। ମାନସିକ ଶାନ୍ତି ପାଇବେ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.