ETV Bharat / sukhibhava

Horoscope: ସଂଘର୍ଷ ଭିତରେ ସମ୍ମାନିତ ହୋଇପାରନ୍ତି ଏହି ରାଶିର ବ୍ୟକ୍ତି, ହୋଇପାରେ ପଦୋନ୍ନତି - କେମିତି ରହିବ ଆପଣଙ୍କ ଦିନ

ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ ।

Horoscope
Horoscope
author img

By ETV Bharat Odisha Team

Published : Sep 2, 2023, 12:06 AM IST

ମେଷ: ଥଣ୍ଡା, କାଶ ଏବଂ ସାମାନ୍ୟ ଅସୁସ୍ଥତା ଆପଣଙ୍କୁ ବ୍ୟସ୍ତ କରିପାରେ। କିନ୍ତୁ ଏହା ଆପଣଙ୍କର ଚିନ୍ତାଧାରା ଏବଂ ପଦକ୍ଷେପକୁ ପ୍ରଭାବିତ କରିପାରିବ ନାହିଁ । ସ୍ବାସ୍ଥ୍ୟ ସମସ୍ୟା ଠାରୁ ଦୂରେଇ ରହିବା ପାଇଁ ଚେଷ୍ଟା କରନ୍ତୁ। ବିଚଳିତ ନହୋଇ ଗୀତ ଶୁଣନ୍ତୁ।

ବୃଷ: ଏକ ଭାଗ୍ୟଶାଳୀ ଦିନ ଆପଣଙ୍କ ଅପେକ୍ଷାରେ ଅଛି । କ୍ଷମତା, ଆତ୍ମ ସମ୍ମାନ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ହେବାର ଅଛି । ଆପଣ କାର୍ଯ୍ୟରେ ପଦୋନ୍ନତି ହୋଇପାରେ କିମ୍ୱା ବ୍ୟବସାୟରେ ବଡ ପ୍ରକଳ୍ପ ପାଇପାରନ୍ତି । ବାଣିଜ୍ୟରେ କରିଥିବା କୌଣସି କାରବାର ଆପଣଙ୍କ ପାଇଁ ଲାଭଦାୟକ ହେବ ।

ମିଥୁନ: ସମସ୍ତ ବାଦବିବାଦ ଏବଂ ସଂଘର୍ଷ ପରେ ମଧ୍ୟ ଆପଣ ସମ୍ମାନିତ ହେବେ। ଦୂର ସ୍ଥାନକୁ ଯାତ୍ରା ଯୋଗ ରହିଛି। ବନ୍ଧୁମାନଙ୍କଠାରୁ ଉପହାର ଏବଂ ସହକର୍ମୀ ମାନଙ୍କଠାରୁ ସହଯୋଗ ଆଶା କରିପାରିବେ ।

କର୍କଟ: ଆଜି ସଫଳତାର ସହ ସମସ୍ତ କାର୍ଯ୍ୟ ସମାପନ ହେବ । ଆପଣ ଆପଣଙ୍କ ସିନିଅର୍‌ମାନଙ୍କ ସହ କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଭାଗ ନେଇପାରନ୍ତି। ଆପଣଙ୍କର ପଦୋନ୍ନତି ହୋଇପାରେ। ଆପଣଙ୍କ ପରିବାର ବର୍ଗଙ୍କ ସହ ଯୋଗାଯୋଗ କରି ଖୁସି ହେବେ ଏବଂ ଆପଣ ଏକ ନୂଆ ଜିନିଷ କରିବେ ଯାହାକି ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରିବ ।

ସିଂହ: ଆଜି ନିଜର ଶରୀର ପ୍ରତି ଯତ୍ନବାନ ହୁଅନ୍ତୁ। ଚିକିତ୍ସା ପାଇଁ କିଛି ଅର୍ଥ ଖର୍ଚ୍ଚ କରିପାରନ୍ତି। ଆଜି ବାହାରକୁ ଯାଇ ରାତ୍ରିଭୋଜନ କରନ୍ତୁ ନାହିଁ। ଅର୍ଥହାନୀ ଚିନ୍ତା ଆଜି ଦିନସାରା ଆପଣଙ୍କୁ ବିବ୍ରତ କରିବ। ଧ୍ୟାନ ଓ ଠାକୁରଙ୍କର ପ୍ରାର୍ଥନାରେ ନିଜକୁ ନିୟୋଜିତ କଲେ ମାନସିକ ଶାନ୍ତି ପାଇବେ।

କନ୍ୟା: ଆଜି ଆପଣ ନିଜେ କୌଣସି ନୂଆ ଦୁଃସାହାସିକ କାର୍ଯ୍ୟର ଶୁଭାରମ୍ଭ କରନ୍ତୁ ନାହିଁ। ରାସ୍ତା କଡରେ ବିକ୍ରି ହେଉଥିବା ଖାଦ୍ୟ ଖାଇବା ଦ୍ବାରା ସ୍ବାସ୍ଥ୍ୟ ଉପରେ କୁପ୍ରଭାବ ପଡିପାରେ। ଆପଣ ନିଜର କ୍ରୋଧକୁ ବାରଣ କରିବା ସଙ୍ଗେ ସଙ୍ଗେ ତିକ୍ତ ବାର୍ତ୍ତାଳାପକୁ ମଧ୍ୟ ସଞ୍ଜତ କରନ୍ତୁ ନଚେତ୍‍ ଆପଣ କିଛି ଅପ୍ରୀତିକର ଘଟଣାର ସମ୍ମୁଖୀନ ହୋଇପାରନ୍ତି। ପରିବାରର ସଦସ୍ୟଙ୍କ ସହ ତର୍କ ବିତର୍କ ଯୋଗୁଁ ଆପଣଙ୍କ ମନ ଅଶାନ୍ତ ରହିବ। ଜଳାଶୟ ବା ଜଳଠାରୁ ଦୂରତାକୁ ରକ୍ଷା କରନ୍ତୁ।

ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ଶୁଭଙ୍କର ଅଟେ। ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗନେଇ ଆତ୍ମସନ୍ତୋଷ ଲାଭକରିବେ। ଆଜି ଆପଣ ନିଜର ପସନ୍ଦ ମୁତାବକ ସୌଖିନ ପଦାର୍ଥ , ନୂଆ ଲୁଗାପଟା ଓ ଗହଣା ଗାଣ୍ଠି କିଣି ପାରନ୍ତି। ଆପଣଙ୍କ ଶରୀର ସୁସ୍ଥ ରହିବ। ମାନସିକ ଶାନ୍ତି ମଧ୍ୟ ଅତୁଟ ରହିବ। ସାମାଜିକ ଜୀବନରେ ନିଜର ସମ୍ମାନ ଓ ପ୍ରତିଷ୍ଠା ବୃଦ୍ଧି ପାଇବ। ଏହି ଖୁସିରେ ଆପଣ ନିଜର ଜିହ୍ୱା ଲାଳସାକୁ ସନ୍ତୁଷ୍ଟ କରିବା ପାଇଁ ସୁସ୍ୱାଦୁ ଭୋଜନ କରି ଆତ୍ମତୃପ୍ତି ଲାଭ କରିବେ।

ବିଛା: ଆଜି ଆପଣଙ୍କ ଉପରେ ମିଶ୍ର ପ୍ରଭାବ ରହିବ। ସୁଖ ଦୁଃଖ ଲାଗି ରହିବ। ଆପଣ ବ୍ୟବସାୟ-ସମ୍ପର୍କିତ ଭ୍ରମଣ ଏଡାନ୍ତୁ। ଛାତ୍ରମାନଙ୍କ ପାଇଁ ଏବଂ ଶିକ୍ଷା କ୍ଷେତ୍ରରେ ଆଜି ଦିନଟି ଶୁଭ ରହିବ। ଆଜି ବାହାରକୁ ରାତ୍ରୀ ଭୋଜନରେ ଯାଇପାରନ୍ତି।

ଧନୁ: ଆଜି ଦିନ ଆପଣଙ୍କ ପାଇଁ ମଧ୍ୟମ ଧରଣର ରହିବ । ଆପଣ ଯେତେବି କଠିନ ପରିଶ୍ରମ କରନ୍ତୁ। ଆପଣଙ୍କ କୌଣସିଥିରେ ଆଗ୍ରହ ରହିବ ନାହିଁ । ଆପଣଙ୍କ ଆଖି ଏବଂ କାନ ଖୋଲା ରଖିବା ପାଇଁ ଯେତେ ସମ୍ଭବ ଚେଷ୍ଟା କରନ୍ତୁ, ଯେହେତୁ ଆଗକୁ ରାସ୍ତା ସହଜ ଅନୁଭବ ହେଉନାହିଁ ।

ମକର: ଆପଣଙ୍କ ଜୀବନ, ପେଶା କିମ୍ୱା ବ୍ୟବସାୟ ସହିତ ଜଡିତ । ତାହା କାର୍ଯ୍ୟକାରୀ କରିବା ପାଇଁ ଏହା ହିଁ ଉତ୍କୃଷ୍ଟ ସମୟ। ଆଜି ଆପଣଙ୍କ ଯାହା ଚିନ୍ତାଧାରା ଅଛି କିମ୍ୱା ଆଗରୁ ଯାହା ଭାବିଛନ୍ତି, ତାକୁ କାର୍ଯ୍ୟକାରୀ କରନ୍ତୁ।

କୁମ୍ଭ: ଆଜି ଯୁକ୍ତିତର୍କରୁ ଦୂରେଇ ରହିବା ପାଇଁ ପରାମର୍ଶ ଦିଆଯାଉଛି। ପରିବାର ଭିତରେ ଏକ ବାକ୍‌ଯୁଦ୍ଧ ଆପଣଙ୍କ ମନର ଶାନ୍ତି ଏବଂ ନିରବତାକୁ ନଷ୍ଟ କରିଦେଇପାରେ। ତେଣୁ ସତର୍କ ରୁହନ୍ତୁ।

ମୀନ: ସ୍ୱାସ୍ଥ୍ୟ, ମାନସିକ ଶାନ୍ତି ଏବଂ ସ୍ପଷ୍ଟତା ଦୃଷ୍ଟିକୋଣରୁ ଆଜି ଆପଣଙ୍କ ପାଇଁ ଏକ ଅନ୍ତ୍ୟନ୍ତ ଶୁଭ ଦିନ। ଆପଣଙ୍କ ଉପରେ ସ୍ୱାସ୍ଥ୍ୟକର ପ୍ରଭାବ ରହିବ। କାର୍ଯ୍ୟ, ଘର ଏବଂ ଅବକାଶ କ୍ଷେତ୍ରରେ ଆପଣ କରିଥିବା ସମସ୍ତ ପ୍ରଚେଷ୍ଟା ସଫଳ ହେବେ ଏବଂ ଆପଣ ସବୁଠାରୁ ଉତ୍ତମ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିପାରିବେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.