ବାରବାଟୀ ପ୍ରସ୍ତୁତ: ଜୁନ୍ ୧୨କୁ ଅପେକ୍ଷା, ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ଟକ୍କର - ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି୨୦ ମ୍ୟାଚ୍
🎬 Watch Now: Feature Video

କଟକ: ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ମ୍ୟାଚ୍ ପାଇଁ ପ୍ରସ୍ତୁତ ବାରବାଟୀ ଷ୍ଟାଡିୟମ । ଓଡିଶା କ୍ରିକେଟ ଆସୋସିଏସନର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ଏନେଇ ଅଧିକ ସୂଚନା ଦେଉଛନ୍ତି ଆମ କଟକ ପ୍ରତିନିଧି ପ୍ରଭୁକଲ୍ୟାଣ ପାଲ ।
Last Updated : Feb 3, 2023, 8:23 PM IST