thumbnail

୧୦ଦଫା ଦାବି ନେଇ ଜିଲ୍ଲାପାଳଙ୍କ ଅଫିସ ଘେରିଲା ଅଙ୍ଗନବାଡି ୱାର୍କର୍ସ ଆସୋସିଏସନ

By

Published : Apr 7, 2022, 4:59 PM IST

Updated : Feb 3, 2023, 8:22 PM IST

ଗଜପତି: ଗଜପତିରେ ଆଜି(ଗୁରୁବାର) ହଜାର ହଜାର ଅଙ୍ଗନବାଡ଼ି କର୍ମୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ୧୦ ଦଫା ଦାବି ନେଇ ଅଲ ଓଡିଶା ଅଙ୍ଗନବାଡି ୱାର୍କର୍ସ ଆସୋସିଏସନ ସଦସ୍ୟାମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଥିଲେ । ଗଜପତିରୁ ହରିହର ପଟ୍ଟନାୟକ, ଇଟିଭି ଭାରତ
Last Updated : Feb 3, 2023, 8:22 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.