thumbnail

ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ, 6 ଗୁରୁତର

By

Published : Jun 17, 2021, 4:23 PM IST

ମୁମ୍ବାଇ: ମହାରାଷ୍ଟ୍ରର ଏକ ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣ ଏତେ ଜୋରରେ ଥିଲା ଯେ ଏହା ପ୍ରଭାବରେ ଦୋହଲିଛି ଆଖପାଖ ଅଞ୍ଚଳ । ଘଟଣାରେ 5 ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.