ଓଡିଆରେ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ - ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଆରେ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି
🎬 Watch Now: Feature Video

ନୂଆଦିଲ୍ଲୀ: ଭିଡିଓ କନଫ୍ରେନ୍ସିଂ ଜରିଆରେ ଆଇଆଇଏମ ସମ୍ବଲପୁରରେ ସ୍ଥାୟୀ କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ ପରେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଶ୍ରୀଜଗନ୍ନାଥ, ମା’ ସମଲେଇଙ୍କୁ ପ୍ରଣାମ କରି ନିଜ ଅଭିଭାଷଣ ରଖିଥିଲେ । ଓଡିଆରେ ପ୍ରଧାନମନ୍ତ୍ରୀ ଓଡିଶାବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି ।