thumbnail

By

Published : Jun 17, 2020, 5:54 PM IST

ETV Bharat / Videos

ଯବାନଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ମହାମାରୀ କୋରୋନା ଭାଇରସର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି 15 ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ଆରମ୍ଭ କରିଛନ୍ତି । ଏହି ବୈଠକର ଆରମ୍ଭରେ ପ୍ରଧାନମନ୍ତ୍ରୀ ଗଲଓ୍ବାନ ଉପତ୍ୟକାରେ ଶହୀଦ ଭାରତୀୟ ଯବାନଙ୍କୁ ନିରବ ପ୍ରାର୍ଥନା ଜରିଆରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି । ତେବେ ଶହୀଦଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ ବୋଲି ମୋଦି ପ୍ରତିକ୍ରିୟା ଦେଇଛନ୍ତି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.