ଭୁବନେଶ୍ବରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଇବାକୁ ଦାବି

By

Published : Feb 10, 2020, 9:45 PM IST

thumbnail
ଭୁବନେଶ୍ବରରୁ ଦୁବାଇକୁ ସିଧାସଳଖ ବିମାନ ସେବା ଯୋଗାଇବାକୁ ରାଜ୍ୟସଭାରେ ଦାବି । ଏନେଇ ରାଜ୍ୟସଭାରେ ଦାବି ଉଠାଇଲେ ବିଜେଡି ସାଂସଦ ସସ୍ମିତ ପାତ୍ର । ଲୋକଙ୍କ ସୁବିଧାକୁ ଲକ୍ଷ୍ୟ କରି କେନ୍ଦ୍ର ସରକାର ଓ ବିମାନ ଚଳାଚଳ ମନ୍ତ୍ରଣାଳୟ ଏଥିପ୍ରତି ଧ୍ୟାନ ଦେବାକୁ ସେ କହିଛନ୍ତି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.