ଭୟଭୀତ ହୁଅନ୍ତୁ ନାହିଁ, ଆଗାମୀ କିଛି ଦିନ ଗୁରୁତ୍ବପୂର୍ଣ୍ଣ: ମୁଖ୍ୟ ଶାସନ ସଚିବ
🎬 Watch Now: Feature Video
ଭୁବନେଶ୍ବର : କୋଭିଡ ସ୍ଥିତି ନେଇ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ବଢୁଥିବା କୋଭିଡ ମାମଲାକୁ ନେଇ ରାଜ୍ୟବାସୀଙ୍କୁ ବିଶେଷ ସତର୍କ ରହିବା ନେଇ କହିଛନ୍ତି ମୁଖ୍ୟ ଶାସନ ସଚିବ । ଏହାସହ ରାଜ୍ୟ ସରକାର ଜାରି କରିଥିବା ଗାଇଡ ଲାଇନ ମାନିବାକୁ ମଧ୍ୟ କହିଛନ୍ତି ।
ବ୍ୟୁରୋ ରିପୋର୍ଟ ,ଇଟିଭି ଭାରତ