ବାଲୁକାକଳାରେ CDS Bipin Rawatଙ୍କୁ ଶ୍ରଦ୍ଧାଞ୍ଜଳି

By

Published : Dec 9, 2021, 8:45 PM IST

thumbnail
ପୁରୀ: CDS ଜେନେରାଲ ବିପିନ ରାୱତ, ତାଙ୍କ ପତ୍ନୀ ଓ ଅନ୍ୟ ସେନାଅଧିକାରୀଙ୍କ ମୃତ୍ୟୁକୁ ନେଇ ସାରା ଦେଶରେ ଶୋକର ମାହୋଲ। ଅମର ଆତ୍ମାର ସଦ୍‌ଗତି ପାଇଁ ବିଭିନ୍ନ ମହଲରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ଏହି ବୀରଙ୍କୁ ନିଜର ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ପୁରୀ ବେଳାଭୂମିରେ ବାଲୁକା ଚିତ୍ରକଳା ମାଧ୍ୟମରେ CDS ବିପିନ ରାୱତଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.