କ୍ଯାମେରାମ୍ୟାନ ମାନସଙ୍କ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାଙ୍କ ଓକିଲ କଣ କହୁଛନ୍ତି, ଶୁଣନ୍ତୁ - କ୍ଯାମେରାମ୍ୟାନ ମାନସଙ୍କ ହତ୍ୟା ଘଟଣା ମୁଖ୍ୟ ଅଭିଯୁକ୍ତ ଗିରଫ
🎬 Watch Now: Feature Video
ଭଦ୍ରକ: ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କ୍ରାଇମବ୍ରାଞ୍ଚକୁ ସଫଳତା ମିଳିଛି । ଦୀର୍ଘ ଦିନର ଛକାପଞ୍ଝା ପରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଭଦ୍ରକର ନଲାଙ୍ଗରୁ ଶର୍ମିଷ୍ଠା ଓ ତାଙ୍କ ସହଯୋଗୀଙ୍କୁ ଗରିଫ କରାଯାଇଥିଲା । ଏହାପରେ ଉଭୟଙ୍କୁ ଚାନ୍ଦବାଲି ଜେଏମଏଫସି କୋର୍ଟ ଚାଲାଣ କରାଯାଇଥିଲା । ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଭଦ୍ରକ ଜେଲକୁ ପଠାଯାଇଛି । ଘଟଣା ନେଇ ଅଭିଯୁକ୍ତ ଶର୍ମିଷ୍ଠାଙ୍କ ଓକିଲ ସହିତ ଅଧିକ ଆଲୋଚନା କରିଛନ୍ତି ଆମ ପ୍ରତିନିଧି ଦେବାଶିଷ ମହାପାତ୍ର ।
Last Updated : Feb 3, 2023, 8:21 PM IST