ଭୁବନେଶ୍ବର ସିଭିଲ କୋର୍ଟକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ବିଏମସି - କୋର୍ଟରେ ପଶିଲା କୋରୋନା

🎬 Watch Now: Feature Video

thumbnail

By

Published : Sep 19, 2020, 1:06 PM IST

ଭୁବନେଶ୍ବର: ଦିନକୁ ଦିନ ବଢିବାରେ ଲାଗିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜଧାନୀର ସିଭିଲ କୋର୍ଟରୁ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ଗୋଟିଏ ସପ୍ତାହ ପାଇଁ କୋର୍ଟକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏନେଇ ଅଧିକ ସୂଚନା ଦେଇଛନ୍ତି ଆମ ସମ୍ବାଦଦାତା । ଭୁବନେଶ୍ବରରୁ ସଞ୍ଜିବ ରାୟ, ଇଟିଭି ଭରାତ

ABOUT THE AUTHOR

author-img

...view details

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.