ଚିନ୍ତା ବଢାଉଛି ରାଜଧାନୀରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା - କୋରୋନା ଅପଡେଟ୍
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/320-214-8674189-thumbnail-3x2-bbsr.jpg)
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବଢିଚାଲିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ତେବେ 30 ଜିଲ୍ଲା ମଧ୍ୟରୁ ଖୋର୍ଦ୍ଧାରେ ସର୍ବାଧିକ ଚିହ୍ନଟ ହେଉଛନ୍ତି । ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ମଧ୍ୟ ଅଧିକ ସଂକ୍ରମିତଙ୍କ ସଂଖ୍ୟା ସାମ୍ନାକୁ ଆସୁଛି । ତେବେ ବର୍ତ୍ତମାନ କିପରି ବିଏମସିର ସ୍ଥିତି ସେନେଇ ଅଧିକ ସୂଚନା ଦେଇଛନ୍ତି ଆମ ସମ୍ବାଦଦାତା ସଞ୍ଜୀବ ରାୟ ।