ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

By

Published : Oct 17, 2020, 10:20 PM IST

thumbnail
ପୁରୀ: ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ବଡ଼ଦାଣ୍ଡର ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବେ । ଏହାସହ ଜିଲ୍ଲା ପ୍ରଶାସନ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବା ନେଇ ମିଳିଛି ସୂଚନା । କୋଭିଡ ଯୋଗୁଁ ଦୀର୍ଘ 8 ମାସ ଦରି ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ କୁଆଡେ ଯାଉନଥିବା ବେଳେ ଆଜି ପ୍ରଥମ କରି ପୁରୀ ଗସ୍ତ କରିଛନ୍ତି । ପୁରୀର ସୌନ୍ଦର୍ଯ୍ୟକରଣ ଏବଂ ହେରିଟେଜ କରିଡରର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.