thumbnail

ଧାନବସ୍ତା ଧରି ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ

By

Published : May 26, 2020, 2:14 PM IST

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଚାଷୀଙ୍କ ଆନ୍ଦୋଳନ । ଧାନକୁ ବର୍ତ୍ତମାନ ସୁଦ୍ଧା ମଣ୍ଡିରେ ନିଆଯାଇ ପାରିନଥିବାରୁ ଏହାକୁ ପ୍ରତିବାଦ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ପକ୍ଷରୁ ଧାନବସ୍ତା ଧରି ଆନ୍ଦୋଳନ । ଏନେଇ ଅଧିକ ଆଲୋଚନା କରୁଛନ୍ତି ଆମ ବ୍ରହ୍ମପୁର ସମ୍ବାଦଦାତା ସମୀର ଆଚାର୍ଯ୍ୟ । ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.