ଆଜିଠୁ କାର୍ତ୍ତିକ ମାସ, ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ଭିଡ
🎬 Watch Now: Feature Video
ମାସ ମଧ୍ୟରେ କାର୍ତ୍ତିକ ମାସ ଶ୍ରେଷ୍ଠ ମାସ, ଯେପରି ଯୁଗ ମଧ୍ୟରେ ଶ୍ରେଷ୍ଠ ସତ୍ୟଯୁଗ । ଏହା ଧର୍ମ ମାସ ହୋଇଥିବାରୁ ଗାଁରୁ ସହର ପର୍ଯ୍ୟନ୍ତ ସମସ୍ତେ ଏହି ମାସଟିକୁ ନିଷ୍ଠା ସହକାରେ ପାଳନ କରିଥାନ୍ତି । ଯଦି ମାସସାରା ପାଳି ନ ପାରିଲେ ତେବେ ମାସର ଶେଷ ପାଞ୍ଚ ଦିନ ଅର୍ଥାତ ପଞ୍ଚୁକ ପାଳନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଧା ଦାମୋଦର ବେଶ ଦର୍ଶନ, କାର୍ତ୍ତିକ ମହାତ୍ମ୍ୟ ଶ୍ରବଣ ସମେତ ମହାପ୍ରସାଦ ସେବନ କରି କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ଏହି ବ୍ରତ ପାଳନ କରିବେ ହବିଷ୍ୟାଳି । ଅଧିକ ପଢନ୍ତୁ...