ଅଗ୍ନିଶମ ବିଭାଗର ଡିଜି ଭାବେ ଦାୟିତ୍ବ ନେଲେ ସତ୍ୟଜିତ ମହାନ୍ତି

By

Published : Jun 1, 2020, 5:20 PM IST

thumbnail
କଟକ: ହୋମଗାର୍ଡ ଓ ଅଗ୍ନିଶମ ବିଭାଗର ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ନେଲେ ବରିଷ୍ଠ ଆଇପିଏସ ଅଫିସର ସତ୍ୟଜିତ ମହାନ୍ତି। ସ୍ୱତନ୍ତ୍ର ଗୁଇନ୍ଦା ଡିଜି ଭାବରେ ଅତିରିକ୍ତ ଦାୟିତ୍ୱରେ ରହିବେ ଅଫିସର ମହାନ୍ତି । ପୂର୍ବତନ ଅଗ୍ନିଶମ ଡିଜି ସୁନୀଲ ରଏଙ୍କ ଅବସର ପରେ ସତ୍ୟଜିତ ମହାନ୍ତିଙ୍କୁ ଏହି ଦାୟିତ୍ବ ଦିଆଯାଇଛି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.