thumbnail

ବଡି ଭୋରୁ ପତିତପାବନଙ୍କ ମଙ୍ଗଳ ଆଳତୀ

By

Published : Jan 8, 2021, 7:29 AM IST

ଶୀତୁଆ ସକାଳରେ ବଡି ଭୋରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଛି । ଜଗତର ମଙ୍ଗଳ କାମନା କରି ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଥିବା ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ କରାଯାଇଛି । ସେବାୟତ ଓ ପଣ୍ଡାମାନେ ଆଳତୀ ଦୀପ, ଘଣ୍ଟି ସହ ମନ୍ତ୍ରୋଚାରଣ କରି ମହାପ୍ରଭୁଙ୍କ ଆଳତୀ କରିଛନ୍ତି । ଚକାନୟନର ଏହି ଦିବ୍ୟ ଦର୍ଶନ ଅତ୍ୟନ୍ତ ମନ୍ତ୍ରମୁଗ୍ଧକର ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.