ଶିଖ ବ୍ୟବସାୟୀଙ୍କୁ ଆକ୍ରମଣ ଘଟଣା; ବର୍ଷିଲେ ସାଲୁଜା - Mla santosh sing saluja
🎬 Watch Now: Feature Video

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଶିଖ ବ୍ୟବସାୟୀଙ୍କ ଉପରେ ସଂଘବଦ୍ଧ ଆକ୍ରମଣକୁ ଦୃଢ ନିନ୍ଦା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ବିଧାୟକ ସନ୍ତୋଷ ସିଂହ ସାଲୁଜା। ଏହି ଘଟଣା ନେଇ ଗୃହ ବିଭାଗର ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ବର୍ଷିଛନ୍ତି ବିଧାୟକ ସନ୍ତୋଷ ସିଂହ ସାଲୁଜା।