‘ଓଡିଶାରେ ନାହିଁ ଆଇନଶୃଙ୍ଖଳା’ - ଓଡିଶା ଆଇନଶୃଙ୍ଖଳା
🎬 Watch Now: Feature Video
ଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ । ଚାରିଆଡେ ଚୋରି, ଡକାୟତି, ହତ୍ୟା । ଏଭଳି ସଙ୍ଗୀନ ଅଭିଯୋଗ ଆଣି ରାଜ୍ୟ ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟ । ଏହାସହ ଏସବୁ ପାଇଁ ମୁଖ୍ୟମନ୍ତ୍ରୀ ନିଜେ ଉତ୍ତର ରଖନ୍ତୁ ବୋଲି ସେ କହିଛନ୍ତି ।
ଭୁବନେଶ୍ବରରୁ ତପନ ଦାସ, ଇଟିଭି ଭାରତ