ବିନା ଭକ୍ତରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ - ବିନା ଭକ୍ତରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/320-214-7700609-thumbnail-3x2-srimandir.jpg)
ପୁରୀ: ଅଣସର ଘରେ ଥିବା ମହାପ୍ରଭୁ ସୁସ୍ଥ ହୋଇଛନ୍ତି। ନବଯୌବନ ପ୍ରାପ୍ତି ହେବା ପାଇଁ ଅଣସର ପିଣ୍ଡିରେ ଚାଲିଥିବା ପ୍ରସ୍ତୁତି ପର୍ବରେ ଶୁକ୍ରବାର ବନକ ଲାଗି ହୋଇଛି। ଦତ୍ତ ମହାପାତ୍ର ସେବକମାନେ ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର କରିଛନ୍ତି। ଏଥି ସହିତ ଶ୍ରୀବିଗ୍ରହମାନଙ୍କ ଶ୍ରୀଅଙ୍ଗରେ ଖଡ଼ି ପ୍ରସାଦ ଲାଗି ହୋଇଛି।