ପୁରୀରେ ଆରମ୍ଭ ହେଲା ନାମାଙ୍କନ ପତ୍ର ଦାଖଲ - file
🎬 Watch Now: Feature Video
ପୁରୀ ଲୋକସଭା ଓ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଏପ୍ରିଲ 23ରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ। ଯାହାକୁ ନେଇ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆରମ୍ଭ ହୋଇଯାଇଛି ନାମାଙ୍କନ ପତ୍ର ଦାଖଲ କରିବା ପ୍ରକ୍ରିୟା।