thumbnail

By

Published : Jul 12, 2021, 9:47 AM IST

ETV Bharat / Videos

ସ୍ୟାଣ୍ଡ ଆନିମେସନରେ କାଳିଆର ଘୋଷଯାତ୍ରା

ପୁରୀ: ଜଗତର ନାଥ ଜଗନ୍ନାଥଙ୍କ ଘୋଷଯାତ୍ରା ଅବସରରେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପୁରୀରେ ବାଲୁକା ଆନିମେସନ ପ୍ରସ୍ତୁତ କରିଛନ୍ତି । ସେ ତାଙ୍କ ବାଲୁକା ଆନିମେସନରେ ଦାର ବ୍ରହ୍ମ ଚତୁର୍ଦ୍ଧାମୂର୍ତ୍ତିଙ୍କ ଚିତ୍ରଣ କରିବା ସହିତ ବିଶ୍ବ ପ୍ରସିଦ୍ଧ ରଥ ଗୁଡିକର ଚିତ୍ରଣ କରିଛନ୍ତି । ସେ ତାଙ୍କ ବାଲୁକା କଳା ମାଧ୍ୟମରେ ଜଗନ୍ନାଥ ପ୍ରେମୀ ମାନଙ୍କୁ ରଥଯାତ୍ରାର ହାର୍ଦ୍ଧିକ ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଇଛନ୍ତି |

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.