କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାଓ୍ବଲେଙ୍କ ସହ ସ୍ବତନ୍ତ୍ର ସାକ୍ଷାତକାର - ରାମଦାସ ଅଠାୱାଲେଙ୍କ ସହ ସ୍ବତନ୍ତ୍ର ସାକ୍ଷାତକାର

🎬 Watch Now: Feature Video

thumbnail

By

Published : Feb 8, 2020, 9:15 PM IST

Updated : Feb 9, 2020, 12:46 PM IST

ଭୁବନେଶ୍ବର: ରାଜଧାନୀରେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାଓ୍ବଲେ । ଭୁବନେଶ୍ବର ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦେଇଥିଲେ । ବିଭିନ୍ନ ସଂକ୍ରାନ୍ତରେ ସାମ୍ବାଦିକ ସମ୍ମିଳନୀ କରିଥିଲେ । ଏହି ଅବସରରେ ତାଙ୍କ ସହ ସ୍ବତନ୍ତ୍ର ସାକ୍ଷାତକାର କରିଥିଲେ ଆମ ପ୍ରତିନିଧି । ଦେଖନ୍ତୁ ସ୍ବତନ୍ତ୍ର ଆଲୋଚନା...  ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ
Last Updated : Feb 9, 2020, 12:46 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.