ସ୍ବଚ୍ଛ ସର୍ବେକ୍ଷଣରେ ସହଯୋଗ କରିବାକୁ ଜନପ୍ରତିନିଧି ଓ ପ୍ରଶାସନିକ ଅଧିକାରୀଙ୍କ ବାର୍ତ୍ତା - Swachh Survekshan 2021
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/320-214-9893303-thumbnail-3x2-bmc.jpg)
ବ୍ରହ୍ମପୁର: ସ୍ବଚ୍ଛ ସର୍ବେକ୍ଷଣକୁ ନେଇ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏଭଳି ସମୟରେ ସାଧାରଣ ଜନତା ଓ ସହରବାସୀଙ୍କ ସହଯୋଗ ପାଇଁ ଆହ୍ବାନ କରି ବାର୍ତ୍ତା ଦେଇଛନ୍ତି ବ୍ରହ୍ମପୁରର ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏବଂ ନିଗମର କମିଶନର ।
ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ