ଓମଫେଡ ଦହି ଖାଇଲେ ନବୀନ, କହିଲେ Excellent
🎬 Watch Now: Feature Video
କଟକ: ଆଜି କଟକ ଜିଲ୍ଲା ଅରିଲୋ ଠାରେ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍ଫେଡ୍ର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ ୟୁନିଟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ଲାଣ୍ଟର ବିଭିନ୍ନ ସ୍ଥାନକୁ ବୁଲି ଦେଖିଥିଲେ। ତେବେ ପ୍ଲାଣ୍ଟ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଓମଫେଡ ଦହି ଖାଇବାକୁ ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ ମଧ୍ୟ ଦହି ଖାଇବା ପରେ Excellent ସ୍ବାଦ କହିଥିଲେ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ