CM Visit Balesore: ବାଜା ବଜାଇ ମୁଖ୍ୟମନ୍ତ୍ରୀଙ୍କୁ ବାଲେଶ୍ଵରରେ ଭବ୍ୟ ସ୍ବାଗତ

By

Published : Nov 26, 2021, 1:54 PM IST

thumbnail
ବାଲେଶ୍ବର: ଆଜି ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ (smart health card) ବାଣ୍ଟିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) ବାଲେଶ୍ଵର ଗସ୍ତରେ ଆସିଛନ୍ତି । ଏନେଇ ବାଲେଶ୍ଵର ପୋଲିସ ଲାଇନ ରିଜର୍ଭ ପଡ଼ିଆରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ମୁଖ୍ୟମନ୍ତ୍ରୀ ଆସିବା ପାଇଁ ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କୁ ଜିଲ୍ଲାରେ ଭବ୍ୟ ସ୍ବାଗତ କରାଯାଇଛି । ବାଜା ଧ୍ବନିରେ ପ୍ରକମ୍ପିତ ହୋଇଛି ସ୍ଥାନୀୟ ଅଞ୍ଚଳ । ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.