କାଳିଆ ଟଙ୍କାକୁ ନେଇ ନବନିର୍ମାଣ କୃଷକ ସଙ୍ଗଠନର ବିକ୍ଷୋଭ ପ୍ରଦର୍ଶନ - ନବ ନିର୍ମାଣ କୃଷକ ସଙ୍ଗଠନ

🎬 Watch Now: Feature Video

thumbnail

By

Published : Dec 20, 2019, 4:59 AM IST

ଭଦ୍ରକ: କାଳିଆ ଯୋଜନାରେ ଚାଷୀଙ୍କୁ ବର୍ଷକୁ 10 ହଜାର ଟଙ୍କା ଦେବାକୁ ସରକାର ପ୍ରତିଶ୍ରୁତି ଦେଇଥିଲେ। ଏବେ ଚାଷୀଙ୍କୁ ଭଣ୍ଡାଇ 6 ହଜାର ଟଙ୍କା କରିଛନ୍ତି। ଏହାର ପ୍ରତିବାଦରେ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କ ନାମରେ ଏତଲା ଦିଆଯାଇଥିବା ଜଣାପଡିଛି। ଏହି ଅଭିଯୋଗ ମୂଳେ ମାମଲା ରୁଜୁ ନହେଲେ ଜନସ୍ବାର୍ଥ ମାମଲା ରୁଜୁ କରାଯିବ ବୋଲି ସୂଚନା ମିଳିଛି। ଭଦ୍ରକରୁ ଦେବାଶିଷ ସାମନ୍ତରାୟ, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.