କିଛି ସମୟ ପରେ ଅହମ୍ମଦାବାଦରେ ପହଞ୍ଚିବେ ଟ୍ରମ୍ପ, ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା କଡାକଡି

By

Published : Feb 24, 2020, 10:21 AM IST

thumbnail
ରାଷ୍ଟ୍ରପତି ଭାବରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଭାରତରେ ତାଙ୍କର ଭବ୍ୟ ସ୍ବାଗତ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ପୂର୍ବାହ୍ନ 11 ଟା 40 ମିନିଟ ସମୟରେ ଅହମଦାବାଦ ବିମାନ ବନ୍ଦରରେ ପହଞ୍ଚିବେ ଟ୍ରମ୍ପ । ତେବେ ଏନେଇ ବିମାନବନ୍ଦରର ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଟ୍ରମ୍ପଙ୍କ ପହଞ୍ଚିବା ପୂର୍ବରୁ ବିଭିନ୍ନ ତଦନ୍ତକାରୀ ସଂସ୍ଥା ବିମାନବନ୍ଦର ପରିସରରେ ସୁରକ୍ଷା ବ୍ୟବସ୍ଥା ତଦାରଖ କରୁଛନ୍ତି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.