ଶ୍ରୀମନ୍ଦିର ଦ୍ୱାର ଫିଟା ଓ ପତିତପାବନ ମଙ୍ଗଳ ଆଳତି

By

Published : Oct 17, 2020, 8:05 AM IST

thumbnail
ପୁରୀ: ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ସକାଳୁ ସକାଳୁ ଶ୍ରାମନ୍ଦିରର ମୁଖ୍ୟ ଦ୍ବାର ଖୋଲିବା ପରେ ପୂଜା ପଣ୍ଡାଙ୍କ ଦ୍ବାରା ପତିତପାବନଙ୍କ ମଙ୍ଗଳ ଆଳତି କରାଯାଇଛି । ବିଶ୍ବାସ ରହିଛି ଯେ, ଏହି ଆଳତି ଦର୍ଶନ କଲେ ଜୀବନରେ କରିଥିବା ସମସ୍ତ ପାପ କ୍ଷୟ ହୋଇଥାଏ ଏବଂ ଏହା ସହ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣା ଓ ଆଶୀର୍ବାଦ ପ୍ରାପ୍ତ ହୋଇଥାଏ। ଦେଖନ୍ତୁ ଭିଡିଓ... ପୁରୀରୁ ଶକ୍ତି ପ୍ରଶାଦ ମିଶ୍ର, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.