ଶ୍ରୀମନ୍ଦିର ଦ୍ବାରଫିଟା ଓ ପ୍ରଭୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ - patitapabana mangala alati
🎬 Watch Now: Feature Video

ପୁରୀ: ଓଁ ନମୋଃ ଭଗବତେ ବାସୁଦେବାୟ । ପ୍ରାତଃରୁ ସମସ୍ତ ସେବାୟତ ଏହି ମନ୍ତ୍ର ଉଚ୍ଚାରଣ କରି ଶ୍ରୀମନ୍ଦିର ଦ୍ବାର ଫିଟାଇଛନ୍ତି । ଏହାପରେ ରୀତିନୀତି ଅନୁସାରେ ପୂଜା ପଣ୍ଡା ହାତରେ ଆଳତୀ ଦୀପ, ଘଣ୍ଟି ସହ ମନ୍ତ୍ରୋଚାରଣ କରି ପ୍ରଭୁ ପତିତପାବନଙ୍କ ଆଳତୀ କରାଯାଇଛି । ଏହି ଆଳତୀ ଦର୍ଶନ ଅତିବ ମନମୁଗ୍ଧକର ଅଟେ । ବିଶ୍ବାସ ରହିଛି ସକାଳୁ ସକାଳୁ ଏହାକୁ ଦର୍ଶନ କଲେ ଜୀବନର ସମସ୍ତ ପାପକ୍ଷୟ ହୁଏ ।