ଶ୍ରୀମନ୍ଦିର ଦ୍ବାରଫିଟା ଓ ପ୍ରଭୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ

By

Published : Feb 9, 2021, 7:44 AM IST

thumbnail
ପୁରୀ: ଜୟ ଜଗନ୍ନାଥ ସ୍ବାମୀ ନୟନ ପଥ ଗାମୀ ଭବ ତୁମେ । ସବୁଦିନ ପରି ବଡି ଭୋରୁ ଶ୍ରୀମନ୍ଦିର ଦ୍ବାର ଫିଟା ଓ ମହାପ୍ରଭୁଙ୍କର ମଙ୍ଗଳ ଆଳତୀ ସମ୍ପନ୍ନ ହୋଇଛି । ସେବାୟତ ଓ ବଡପଣ୍ଡାମାନେ ସକାଳୁ ରିତି ନୀତି ସହ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ କରିଛନ୍ତି । ଘଣ୍ଟ ଘଣ୍ଟା ଶଙ୍ଖ ଓ ହୁଳହୁଳିରେ ପୁରି ଉଠୁଛି ସିଂହଦ୍ବାର । ତେବେ ଏହି ଆଳତୀର ଦୃଶ୍ୟ ଭକ୍ତଙ୍କ ମନରେ ଆଣିଦିଏ ଭକ୍ତିପୁତ ଭାବ ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.