ଶ୍ରୀମନ୍ଦିର ଦ୍ବାରଫିଟା ଓ ପତିତପାବନଙ୍କ ମଙ୍ଗଳ ଆଳତୀ, ଦେଖନ୍ତୁ ଅପୂର୍ବ ଦୃଶ୍ୟ - ମଙ୍ଗଳ ଆଳତୀ
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/320-214-10393828-thumbnail-3x2-mangala-alati.jpg)
ଓଁ ନମୋଃ ଭଗବତେ ବାସୁଦେବାୟ । ପ୍ରାତଃରୁ ସମସ୍ତ ସେବାୟତ ଏହି ମନ୍ତ୍ର ଉଚ୍ଚାରଣ କରି ଶ୍ରୀମନ୍ଦିର ଦ୍ବାର ଫିଟାଇଛନ୍ତି । ଏହାପରେ ରୀତିନୀତି ଅନୁସାରେ ପୂଜା ପଣ୍ଡା ହାତରେ ଆଳତୀ ଦୀପ, ଘଣ୍ଟି ସହ ମନ୍ତ୍ରୋଚାରଣ କରି ପ୍ରଭୁ ପତିତପାବନଙ୍କ ଆଳତୀ କରାଯାଇଛି । ଏହି ଆଳତୀ ଦର୍ଶନ ଅତିବ ମନମୁଗ୍ଧକର ଅଟେ । ଆଉ ବିଶ୍ବାସ ରହିଛି ସକାଳୁ ସକାଳୁ ଏହାକୁ ଦର୍ଶନ କଲେ ଜୀବନର ସମସ୍ତ ପାପକ୍ଷୟ ହୁଏ ।