ବଲାଙ୍ଗୀରରେ ବିଜେଡିର ଜନ ସମ୍ପର୍କ ପଦଯାତ୍ରା

By

Published : Nov 4, 2022, 9:11 PM IST

Updated : Feb 3, 2023, 8:31 PM IST

thumbnail
ବଲାଙ୍ଗୀର: ସାରା ରାଜ୍ୟରେ ଜାରି ରହିଛି ବିଜେଡିର ଜନ ସମ୍ପର୍କ ପଦଯାତ୍ରା । ଲୋକଙ୍କ ପାଖକୁ ଯାଇ ଲୋକଙ୍କ ସମସ୍ୟା ଶୁଣିବା ଓ ବିଜେଡି ସରକାରଙ୍କ ଯୋଜନା ଇତ୍ୟାଦିକୁ ଲୋକଙ୍କ ପାଖରେ ପହଞ୍ଚାଇବା ଉଦ୍ଦେଶ୍ୟରେ ଏହି ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି କ୍ରମରେ ଆଜି ବଲାଙ୍ଗୀରରେ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା । ଏଥିରେ ପୂର୍ବତନ ବିଜେଡି ସାଂସଦ ତଥା ଓଡିଶା ଗୃହ ନିର୍ମାଣ ବୋର୍ଡ ଅଧ୍ୟକ୍ଷ କଲିକେଶ ନାରାୟଣ ସିଂହଦେଓ ଏବଂ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ସାମିଲ ହୋଇଥିଲେ । ଇଟିଭି ଭାରତ, ବଲାଙ୍ଗୀର
Last Updated : Feb 3, 2023, 8:31 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.