thumbnail

By

Published : Dec 11, 2022, 3:08 PM IST

Updated : Feb 3, 2023, 8:35 PM IST

ETV Bharat / Videos

ଜଳିଗଲା ଚଳନ୍ତା କାର, ଅଳ୍ପକେ ବର୍ତ୍ତିଲେ ଚାଳକ

ଭୁବନେଶ୍ବର: ରାଜଧାନୀରେ ଅଘଟଣ । ଚଳନ୍ତା କାରରେ ହଠାତ୍ ଲାଗିଲା ନିଆଁ । ଅଳ୍ପକେ ବର୍ତ୍ତିଲେ ଚାଳକ । ରସୁଲଗଡ଼ ଓଭରବ୍ରିଜ ଉପରେ ଏକ ଚଳନ୍ତା କାରରେ ହଠାତ୍ ନିଆଁ ଲାଗିଯାଇଥିଲା । କାରଟି ଜଳୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇ ଥିଲେ । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଇଟିଭି ଭାରତ, ଭୁବନେଶ୍ବର
Last Updated : Feb 3, 2023, 8:35 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.