thumbnail

ଭୁବନେଶ୍ବରରେ ଭାରତ ଯୋଡ଼ ପଦଯାତ୍ରା: ଲୋକଙ୍କ ଆସ୍ତା ଭାଜନ ହେବ କଂଗ୍ରେସ !

By

Published : Nov 1, 2022, 7:17 AM IST

Updated : Feb 3, 2023, 8:30 PM IST

ରାଜଧାନୀରୁ ଆରମ୍ଭ ହୋଇଛି କଂଗ୍ରେସର ଭାରତ ଯୋଡ଼ ପଦଯାତ୍ରା । ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପୁଣ୍ୟତିଥି ତଥା ସର୍ଦ୍ଦାର ବଲ୍ଲବଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଓଡ଼ିଶାରେ ଭାରତ ଯୋଡ଼ ପଦଯାତ୍ରା ଆରମ୍ଭ କରିଛି କଂଗ୍ରେସ । ଏହି ଯାତ୍ରାରେ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଚେଲ୍ଲା କୁମାର, ସହ ପ୍ରଭାରୀ ରୁଦ୍ର ରାଜୁଙ୍କ ସମେତ ବରିଷ୍ଠ କଂଗ୍ରେସ ନେତା, ମହିଳା, ଛାତ୍ର ଓ ଯୁବ କଂଗ୍ରେସକର୍ମୀ ସାମିଲ ହୋଇଛନ୍ତି । ତେବେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଫଳତାକୁ ଲୋକଲୋଚନକୁ ଆଣିବାକୁ ଏହି ଯାତ୍ରାର ଆୟୋଜନ ହୋଇଥିବା ସୂଚନା ଦେଇଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ଓ କଂଗ୍ରେସ ନେତ୍ରୀ ଶଶ୍ମିତା ବେହେରା ।
Last Updated : Feb 3, 2023, 8:30 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.