କନ୍ଧମାଳରେ ଆନ୍ଦୋଳନ ବେଳେ ପୋଲିସ କଂଗ୍ରେସ କର୍ମୀ ଧସ୍ତାଧସ୍ତି

By

Published : Aug 5, 2022, 9:53 PM IST

Updated : Feb 3, 2023, 8:25 PM IST

thumbnail
ଫୁଲବାଣୀ: ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ କନ୍ଧମାଳ ଜିଲ୍ଲା କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ । ଅଖିଳ ଭାରତୀୟ କଂଗ୍ରେସ ପକ୍ଷରୁ ଆନ୍ଦୋଳନ ଡାକରା ଦିଆଯାଇଥିଲା । ଜିଲ୍ଲା କଂଗ୍ରେସ ସଭାପତି ଅନାମ କୁମାର ନାୟକଙ୍କ ନେତୃତ୍ବରେ ଶହଶହ କର୍ମୀ ମାଦିକୁନ୍ଦା ଛକଠାରେ ଇନ୍ଦିରା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଳ ଅର୍ପଣ କରି ଏକ ବିଶାଳ ଶୋଭା ଯାତ୍ରାରେ ବାହାରି ଜିଲ୍ଲାପାଳ ଅଫିସ ଘେରାଓ କରିଥିଲେ। ବିକ୍ଷୋଭ ପ୍ରଦର୍ଶନ ବେଳେ ପୋଲିସ ଓ କଂଗ୍ରେସ କର୍ମୀ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ଇଟିଭି ଭାରତ, କନ୍ଧମାଳ
Last Updated : Feb 3, 2023, 8:25 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.