Weather Update: ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ, ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର

By

Published : May 5, 2022, 5:21 PM IST

Updated : Feb 3, 2023, 8:23 PM IST

thumbnail
ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି କାଳବୈଶାଖୀର ପ୍ରଭାବ । ଅନ୍ୟପଟେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ କ୍ରମଶଃ ଅଧିକ ଘନୀଭୂତ ହେବାରେ ଲାଗିଛି । ଆସନ୍ତା ୬ ତାରିଖ ସୁଦ୍ଧା ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ତେବେ କିପରି ରହିବ ପରବର୍ତ୍ତୀ ପ୍ରକ୍ରିୟା । ବାତ୍ୟା ନେଇ କେତେ ରହିଛି ଆଶଙ୍କା । ଶୁଣନ୍ତୁ ଏନେଇ କ’ଣ କହୁଛନ୍ତି ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ । ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ
Last Updated : Feb 3, 2023, 8:23 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.